ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି । ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍ କରିଥିବା ଅଭିଯୋଗ ହୋଇଥିଲା । ଅର୍ଥନୈତିକ ଅପରାଧ ଶାଖା ମଧୁସ୍ମିତାଙ୍କୁ ଗିରଫ କରିଛି ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..