ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର। ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ (DL)କୁ ଫେରାଇ ଦେବା ପାଇଁ ଗତକାଲି ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।
More Stories
ଏଣିକି ପିଲାଙ୍କୁ ମିଳିବ……
ଉପକୂଳ ସୁରକ୍ଷା ପାଇଁ ବଡ଼ ପଦକ୍ଷେପ…..
ହାତୀକୁ ଫାର୍ମହାଉସରେ ପୋତିଥିଲେ:୩ ଗିରଫ……