ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲାରେ ଶୁଣାଣି ହୋଇଛି | କାହିଁକି ହେବନି ସିବିଆଇ ତଦନ୍ତ ବୋଲି ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ମାର୍ଚ୍ଚ ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତରେ କିଛି ଦିଗକୁ ଅଣଦେଖା କରାଯାଇଥିବା ଆବେଦନକାରୀ ଆଇନଜୀବୀ ଦେବାଶିଷ ହୋତା ଆବେଦନରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ୨୦୦୮ ମାର୍ଚ୍ଚ ୨୩ ତାରିଖରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ଘଟିଥିଲା।





More Stories
ମହଣ ମହଣ ସୁନାରେ ସଜେଇ ହେଇଛନ୍ତି ଚତୁର୍ଦ୍ଧାବିଗ୍ରହ….
ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି…..
ଚାମେଲିଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ…..