ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ମିଳିଛି ୩ୟ ପଦକ। ଭାରତୀୟ ସୁଟର ସ୍ଵପ୍ନିଲ କୁଶେଲ ୫୦ ମିଟର ବନ୍ଧୁକ ଚାଳନା ପ୍ରତିଯୋଗିତାରେ ୩ୟ ସ୍ଥାନ ଅଧିକାର କରି କାଂସ୍ୟ ପଦକ ଜିତିଛନ୍ତି। ଫଳରେ ଭାରତର ପଦକ ସଂଖ୍ୟା ୩ରେ ପହଞ୍ଚିଛି। ସୂଚନାଯୋଗ୍ୟ, ପୂର୍ବରୁ ମନୁ ଭାକର ଚଳିତ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଭେଟି ଦେଇଥିଲେ। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ କାଂସ୍ୟ ପଦକ ବିଜୟୀ ହୋଇଥିଲେ। ଏହା ପରେ ମନୁ ଏବଂ ସରବଜୋତ ସିଂହ ମିଳିତ ଭାବେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ୨ୟ ପଦକ ଦେଇଥିଲେ।
More Stories
ଆଜିଠାରୁ ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ…..
ଶୁବମନ୍ ଗିଲ୍ ନୂଆ ଟେଷ୍ଟ ଟିମ୍ ଅଧିନାୟକ….
ଆଜିଠୁ ପୁଣି ଆଇପିଏଲ୍ ମ୍ୟାଚ…..