ରିପୋର୍ଟ କାର୍ଡ / କଟକ
ପଞ୍ଚଭୂତରେ ଲୀନ ହେଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ। କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି। ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ପୂର୍ବରୁ ତାଙ୍କୁ ଏକ ଶୋଭାଯାତ୍ରାରେ ସତୀଚଉରାକୁ ଅଣାଯାଇଥିଲା। ସତୀଚଉରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..