ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସିରିଆ ରାଜଧାନୀ ଦମିସ୍କାରେ ବିମାନ ଆକ୍ରମଣରେ ଇରାନର ୪ ଜଣ ବରିଷ୍ଠ ସେନା ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଇରାନର ସମ୍ବାଦ ସରବରାହ ସଂସ୍ଥା ଏହି ଆକ୍ରମଣକୁ ନିଶ୍ଚିତ କରି କହିଛି ଯେ ହତ୍ୟା କରାଯାଇଥିବା ଅଧିକାରୀଙ୍କ ମଧ୍ୟରେ ଜଣେ ଇରାନ ସେନା କମାଣ୍ଡର ଏବଂ ତାଙ୍କର ଜଣେ ସହଯୋଗୀ ଅଛନ୍ତି । ଏହି ଆକ୍ରମଣ ପାଇଁ ଇରାନ ଇସ୍ରାଏଲକୁ ଦାୟୀ କରିଛି। ତେବେ ଇସ୍ରାଏଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ |






More Stories
ଆଶାଙ୍କ ପରଲୋକର:ଭାବପ୍ରବଣ ହୋଇପଡ଼ିଲେ ମୋଦି…..
ଲୋକସଭା-ରାଜ୍ୟସଭା ସଦସ୍ୟଙ୍କୁ ହ୍ୱିପ୍ ଜାରି…..
ଆଶା ଭୋସ୍ଲେଙ୍କ ପରଲୋକ…..