ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଟି-୨୦ ବିଶ୍ୱକପର ଫାଇନାଲ ଫାଇଟ୍। ହେବ ଟ୍ରଫି ପାଇଁ ଟକ୍କର। ଫାଇନାଲରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ଟାଇଟଲ ଲଢେଇ। ୧୭ ବର୍ଷ ଇତିହାସରେ ପ୍ରଥମ ଥର ଅପରାଜିତ ଟିମ୍ ହେବ ଚାମ୍ପିଅନ୍। ରାତି ୮ଟାରେ ବାରବାଡୋସରେ ହେବ ବିଗ୍ ଫାଇଟ୍।ଦକ୍ଷିଣ ଆଫ୍ରିକା କୌଣସି ବିଶ୍ୱକପରେ ପ୍ରଥମଥର ଫାଇନାଲକୁ ଯାଇଥିବା ବେଳେ ଭାରତ ଗୋଟିଏ ଦଶନ୍ଧି ହେଲା ଟ୍ରଫି ପାଇଁ ଅପେକ୍ଷା କରି ରହିଛି। ତେଣୁ ଏହି ମ୍ୟାଚ୍ ବେଶ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ସୁପର-୮ରେ ଅଷ୍ଟ୍ରେଲିଆ, ସେମିରେ ଡିଫେଣ୍ଡି ଚାମ୍ପିଅନ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ରୟାଲ ଏଣ୍ଟ୍ରି କରିଛି ଟିମ୍ ଇଣ୍ଡିଆ।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..