ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଧାନସଭାରେ ଏଣିକି ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ। ପେପର ଧରି ନୁହେଁ ଏଥର ଟ୍ୟାବ୍ରେ ପଢ଼ିବେ ବିଧାୟକ |୧୪୭ ବିଧାୟକଙ୍କ ଟେବଲ୍ରେ ଏହି ଟ୍ୟାବ୍ ଲାଗିଛି। ବିନା କାଗଜରେ ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ ପଢ଼ିବେ ବିଧାୟକ। ସୂଚନାଯୋଗ୍ୟ, ଗୁରୁବାର ଠାରୁ ବିଧାନସଭାର ବଜେଟ ଅଧିବେଶନ। ଏନେଇ ଆଜି ସର୍ବଦଳୀୟ ବୈଠକ ବସୁଛି । ବାଚସ୍ପତି ସୁରମା ପାଢୀଙ୍କ ଅଧକ୍ଷତାରେ ବୈଠକ ବସିବ। ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି। ଏଥର ଦୁଇଟି ପର୍ୟ୍ୟାୟରେ ବଜେଟ ଅଧିବେଶନ ହେବ।






More Stories
୨୦୨୭ରୁ ନୂଆ ନିୟମ ଲାଗୁ…..
ବ୍ୟବସାୟୀଙ୍କୁ ହତ୍ୟା…..
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……