ରିପୋର୍ଟ କାର୍ଡ / କନ୍ଧମାଳ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର | ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ତହସିଲଦାର ଚକ୍ରଧର ପାଢୀ | ଏକ ଜବତ ଟ୍ରାକ୍ଟରକୁ ଛାଡିବା ପାଇଁ ମଣ୍ଡାକିଆର ସେନାପତିଙ୍କ ଠାରୁ ଲାଞ୍ଚ ନେଉଥିଲେ ତହସିଲଦାର। । ବାଲିଗୁଡା ସରକାରୀ ବାସଭବନରେ ଲାଞ୍ଚ ନେଉଥିଲେ ଚକ୍ରଧର । ଏହି ସମୟରେ ତହସିଲଦାରଙ୍କୁ ଭିଜିଲାନ୍ସ ଗିରଫ କରିଛି। ପୂର୍ବରୁ ମଧ୍ୟ ତହସିଲଦାରଙ୍କ ନାମରେ ଅନେକ ପ୍ରକାରର ଅଭିଯୋଗ ଆସିଛି ।
More Stories
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….
ହତ୍ୟା କରି ଅଳିଆ ଗାଡ଼ିରେ ଫିଙ୍ଗିଦେଲେ…..
ଅତିପ୍ରବଳ ବର୍ଷା ସମ୍ଭାବନା,୪ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ……