ରିପୋର୍ଟ କାର୍ଡ / କନ୍ଧମାଳ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର | ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ତହସିଲଦାର ଚକ୍ରଧର ପାଢୀ | ଏକ ଜବତ ଟ୍ରାକ୍ଟରକୁ ଛାଡିବା ପାଇଁ ମଣ୍ଡାକିଆର ସେନାପତିଙ୍କ ଠାରୁ ଲାଞ୍ଚ ନେଉଥିଲେ ତହସିଲଦାର। । ବାଲିଗୁଡା ସରକାରୀ ବାସଭବନରେ ଲାଞ୍ଚ ନେଉଥିଲେ ଚକ୍ରଧର । ଏହି ସମୟରେ ତହସିଲଦାରଙ୍କୁ ଭିଜିଲାନ୍ସ ଗିରଫ କରିଛି। ପୂର୍ବରୁ ମଧ୍ୟ ତହସିଲଦାରଙ୍କ ନାମରେ ଅନେକ ପ୍ରକାରର ଅଭିଯୋଗ ଆସିଛି ।






More Stories
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……