ରିପୋର୍ଟ କାର୍ଡ / ରାୟଗଡ଼ା
ରାୟଗଡ଼ା ଜିଲ୍ଲା ବିଷମକଟକ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କୁ ଜମି ପଞ୍ଜୀକରଣ ବାବଦ ରାଜସ୍ୱ ଅର୍ଥ ହଡ଼ପ ଅଭିଯୋଗରେ ନିଲମ୍ବିତ କରାଯାଇଛି | ରାଜ୍ୟ ସରକାରଙ୍କ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏପରି ନିର୍ଦ୍ଦେଶାନାମା ଦିଆଯାଇ | ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ସମୟରେ ରାୟଗଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ହେଡକ୍ୱାର୍ଟର୍ସରେ ରହିବା ପାଇଁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ ସେ ଜିଲ୍ଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର୍ସ ଛାଡି ପାରିବେ ନାହିଁ ବୋଲି କଡା ନିର୍ଦ୍ଦେଶ ହୋଇଛି |






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..