ରିପୋର୍ଟ କାର୍ଡ /କେନ୍ଦ୍ରାପଡା
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ତହସିଲଦାର ତାଙ୍କ ଆୟ ଠାରୁ ୧୯୦% ଅଧିକ ସମ୍ପତ୍ତି ଠୁଳ କରିଥିବା ସୂଚନାରୁ ଜଣାପଡ଼ିଛି। ଗୁରୁବାର ଚଢ଼ାଉ ବେଳେ ଏତେ ପରିମାଣର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ତାଙ୍କର ୪ କୋଠା, ୭ ପ୍ଲଟ୍, ୧୮ ଲକ୍ଷ ଜମା, ନଗଦ ଦେଢ଼ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..