ରିପୋର୍ଟ କାର୍ଡ / ବ୍ରହ୍ମପୁର
ବ୍ରହ୍ମପୁରର ବହୁଚର୍ଚ୍ଚିତ ଦମ୍ପତି ସୁମିତ -ତପସ୍ୱିନୀଙ୍କ ବିବାହ ବିବାଦ ମାମଲାରେ ରାୟ ଆସିଛି | ଡାକ୍ତର ସୁମିତଙ୍କ ସହ ତାଙ୍କ ବ୍ରହ୍ମାନଗର ଘରେ ରହିବେ ତପସ୍ୱିନୀ। ସୁମିତ-ତପସ୍ୱିନୀ ମାମଲାରେ ଜିଲ୍ଲା ଜଜ୍ କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଖର୍ଚ୍ଚ ପାଇଁ ପ୍ରତିମାସରେ ତପସ୍ୱିନୀଙ୍କୁ ୧୭ ହଜାର ଟଙ୍କା ଦେବେ ସୁମିତ। ପ୍ରତି ମାସର ୧୦ ତାରିଖ ସୁଦ୍ଧା ସେ ତପସ୍ୱିନୀଙ୍କୁ ଏହି ଟଙ୍କା ଦେବେ। ଟଙ୍କା ପାଇବା ପରେ ତପସ୍ୱିନୀ ତାଙ୍କୁ ରସିଦ୍ ଦେବେ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….