Report Card Odisha

| Daily Odia News

ଛାତ୍ରୀଙ୍କୁ ଅସଦାଚରଣ କରି ଶିକ୍ଷକ ନିଲମ୍ବିତ…..

ରିପୋର୍ଟ କାର୍ଡ / ଢେଙ୍କାନାଳ

ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ନିଲମ୍ବିତ ହୋଇଛନ୍ତି | ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଖଇରପଶି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରଶିକ୍ଷକ ତ୍ରିନାଥ ବିଶ୍ବାଳ ନିଲମ୍ବିତ କରାଯାଇଛି | ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ପରେ ହିନ୍ଦୋଳ ଏସଡିପିଓ ମାମଲାର ତଦନ୍ତ କରିଥିଲେ । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅନ୍ୟପକ୍ଷରେ ଅଭିଯୋଗକୁ ଖଣ୍ଡନ କରିବା ସହ ମିଥ୍ୟା ଆରୋପ ଲଗାଯାଇଥିବା କହିଛନ୍ତି ନିଲମ୍ବିତ ଶିକ୍ଷକ।

Breaking News