ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋୟର ପିଏମ୍ଜିରେ ଧାରଣା ପାଇଁ ଶିକ୍ଷକମାନଙ୍କୁ ଅନୁମତି ମିଳିନାହିଁ। ଟ୍ରାଫିକ୍ ସମସ୍ୟା କୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ଧରଣା ପାଇଁ ଅନୁମତି ଦେବାକୁ ମନା କରି ଦେଇଛି। ବୁଧବାର ଅର୍ଥାତ ଆଜି ଧାରଣାରେ ପ୍ରାୟ ୪୦ ହଜାର ଶିକ୍ଷକ ଏକଜୁଟ୍ ହେବାର ଆଶଙ୍କା ଥିବାରୁ ଏହି ନିଷ୍ପତି ନିଆଯାଇଥିବା କୁହାଯାଇଛି। ବର୍ତ୍ତମାନ ମାଟ୍ରିକ ପରୀକ୍ଷା ଚାଲିଥିବାରୁ ପିଲାମାନେ ସମସ୍ୟାର ସମ୍ମୁଖିନ ହୋଇପାରନ୍ତି। ତେଣୁ କୌଣସି ପ୍ରକାର ସମସ୍ୟାକୁ ଏଡ଼ାଇବା ପାଇଁ ଏଭଳି ନିଷ୍ପତି ନେଇଛି କମିସନରେଟ ପୋଲିସ।






More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..