ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟିଚର ଇଲିଜିବିଲିଟି ଟେଷ୍ଟ (TET) ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ବର୍ତ୍ତମାନ ଯେଉଁ ଶିକ୍ଷକମାନେ ଚାକିରିରେ ଅଛନ୍ତି ୨ ବର୍ଷରେ ସେମାନଙ୍କୁ TET ପାସ୍ କରିବାକୁ ପଡ଼ିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଯେଉଁ ଶିକ୍ଷକଙ୍କ ଅବସର ଆଉ ୫ ବର୍ଷରୁ କମ୍ ଅଛି ସେମାନଙ୍କ ପାଇଁ ଏହା ଦରକାର ପଡିବନାହିଁ । କିନ୍ତୁ ଅବସର ୫ ବର୍ଷରୁ ଊର୍ଦ୍ଧ୍ବ ଥିଲେ ଟିଇଟି ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ହେବ । ଟିଇଟି ଉତ୍ତୀର୍ଣ୍ଣ ହୋଇ ନ ପାରିଲେ ବାଧ୍ୟତାମୂଳକ ଅବସର ଦିଆଯିବ ।
More Stories
ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ…..
ରେଡ଼ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଶୁଭମିତ୍ରାଙ୍କ ମର୍ଡର କେସ……
ମୁଖ୍ୟମନ୍ତ୍ରୀଙ୍କ ଭାଜପା ବିଧାୟକ ଦଳ ବୈଠକ……