ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ତହସିଲ ପରିସରରେ ପଶି ଉତ୍ତ୍ୟକ୍ତ ଚାଷୀ ତହସିଲଦାରଙ୍କୁ ମାଡ଼ଛନ୍ତି । ଅପ୍ରୀତିକର ସ୍ଥିତି ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ | ଚାଷ ଜମିରେ ବେଆଇନ ଇଟା ଭାଟି ତିଆରି ଚାଲିଥିବା ବେଳେ ବାରମ୍ବାର ଚାଷୀମାନେ ତହସିଲଦାରଙ୍କୁ ଭେଟି ଲିଖିତ ଅଭିଯୋଗ କରି ଧାରଣାରେ ବସିଥିଲେ । କିନ୍ତୁ ପ୍ରଶାସନ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନଥିଲେ । ଏହାକୁ ନେଇ ଚାଷୀମାନେ ଉତ୍କ୍ଷିପ୍ତ ହୋଇ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲୀପ ସେଠିଙ୍କୁ ମାଡ଼ ମାରିଥିବା ସୂଚନା ମିଳିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..