ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ମହାକାଳପଡା ତହସିଲଦାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି।
More Stories
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..
ଯୁକ୍ତ ୨ ପରୀକ୍ଷା ପାଇଁ ସ୍ବତନ୍ତ୍ର ନିୟମାବଳୀ…..