ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭୁବନେଶ୍ବର ଚନ୍ଦକା ଥାନା ଗୋଡିବାରି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରି ରାଜପଥ କଢ଼ରେ ଫିଙ୍ଗି ଦିଆଯାଇଛି । ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ମୃତ ଯୁବକ ଜଣକ ଏକ ଟେଣ୍ଟ ହାଉସରେ କାମ କରୁଥିଲେ। ଏବଂ ଯୁବକଙ୍କ ଘର ଯାଜପୁର ଜିଲ୍ଲାରେ ବୋଲି ଜଣାପଡ଼ିଛି । ମଦ ପିଉଥିବା ଅବସ୍ଥାରେ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ।






More Stories
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..
ଜଳିଗଲା ‘ଆମ ବସ୍’…..
ରାଜଧାନୀରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ…..