ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭୁବନେଶ୍ବର ଚନ୍ଦକା ଥାନା ଗୋଡିବାରି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରି ରାଜପଥ କଢ଼ରେ ଫିଙ୍ଗି ଦିଆଯାଇଛି । ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ମୃତ ଯୁବକ ଜଣକ ଏକ ଟେଣ୍ଟ ହାଉସରେ କାମ କରୁଥିଲେ। ଏବଂ ଯୁବକଙ୍କ ଘର ଯାଜପୁର ଜିଲ୍ଲାରେ ବୋଲି ଜଣାପଡ଼ିଛି । ମଦ ପିଉଥିବା ଅବସ୍ଥାରେ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ।






More Stories
ବାପାର ଜୀବନ ନେଲା ପୁଅ…..
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍ ଗଲେ ସଂଗ୍ରାମ କେଶରୀ ବେହେରା…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……