ରିପୋର୍ଟ କାର୍ଡ / ଭୁବନେଶ୍ୱର
୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ବୁଧବାର କ୍ୟାବିନେଟ୍ ମୋହର ବାଜିଛି । ବୈଠକ ପରେ ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି | ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ନିର୍ଦ୍ଦେଶାଳୟ ହେବ । ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବ । ୩୮ଟି ମଡେଲ ମଣ୍ଡି ପାଇଁ ୩୦୦ କୋଟି ଟଙ୍କା ବ୍ୟୟ ହେବ । ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ । ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ମିଳିଛି ।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..