ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀରୁ ଫେରିବା କ୍ଷଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୈଠକ ଡାକିଛନ୍ତି | ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ଏକ ବଡ଼ ବୈଠକ ଡାକିଛନ୍ତି । ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ବୈଠକ। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଯୋଡି ହେବେ। ରାଜ୍ୟରେ ରନ୍ଧନଗ୍ୟାସ ନେଇ ସଙ୍କଟ ଦେଖାଦେଇଛି। ଏହି ବୈଠକରେ ଶକ୍ତି ସଙ୍କଟ ମୁକାବିଲା ନେଇ ହେବ ଗୁରୁତ୍ଵପୂର୍ଣ୍ଣ ଆଲୋଚନା।






More Stories
୨ ପର୍ଯ୍ୟଟକ ମୃତ…..
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..