ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୮ ଓ ୧୯ରେ ମୁମ୍ବାଇରେ ୨ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ଆୟୋଜନ କରିବେ ଓଡ଼ିଶା ସରକାର, ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ୧୯ରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ।୧୮ରେ କେନ୍ଦ୍ର ସରକାରଙ୍କ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହେବେ। ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ କାର୍ଯ୍ୟକ୍ରମ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……