ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭକ୍ତକବି ମଧୁସୂଦନ ରାଓଙ୍କ ବର୍ଣ୍ଣବୋଧର ଅବିକଳ ସଂସ୍କରଣର ଶୁଭ ଉନ୍ମୋଚନ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ ବିଶିଷ୍ଟ ଅତିଥିଗଣ ଉପସ୍ଥିତ ଥିଲେ। ବର୍ଣ୍ଣବୋଧକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଚଳିତ ବର୍ଷ ଏହି ପୁସ୍ତକର ୧୦ ହଜାର କପି ଛପାଇବା ପାଇଁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି।






More Stories
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..