ରିପୋର୍ଟ କାର୍ଡ / ପୁରୀ
ସ୍ନାନପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି । ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି। ସାରା ଜଗତର କଲ୍ୟାଣ ପାଇଁ ପ୍ରାର୍ଥନା କଲି। ତାଙ୍କ ସହିତ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ପୁରୀ ଏମ୍ପି ସମ୍ବିତ ପାତ୍ର ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..