ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ |ରାଷ୍ଟ୍ରପତିଙ୍କୁ ଭେଟିବା ସହ ଆଉ କିଛି ଅଧିକାରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ସେ ଭୁବନେଶ୍ୱର ଫେରିଆସିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଯାଇଛନ୍ତି।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..