ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ଶୁକ୍ରବାର ପୂର୍ବାହ୍ନରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଗ ଖରାପ ଯୋଗୁଁ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରି ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ । ଭୁବନେଶ୍ୱର ବଦଳରେ କଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବିମାନରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରୁଥିଲେ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..