ରିପୋର୍ଟ କାର୍ଡ / କଟକ
ବିବାହ ପୂର୍ବରୁ ଝିଅର ସ୍ଵୀକୃତି ନେବା ଜରୁରୀ। ଜୋର୍ ଜବରଦସ୍ତି ଝିଅର ବିବାହ କରେଇ ପାରିବେ ନାହିଁ ଅଭିଭାବକ। କିମ୍ବା ଅନ୍ୟ ସମ୍ପର୍କୀୟ ବୋଲି ହାଇକୋର୍ଟ ଏକ ମାମଲାର ଶୁଣାଣି କରି ଏହା କହିଛନ୍ତି। ଝିଅକୁ ବିବାହ କରିବା ପୂର୍ବରୁ ଝିଅର ନିଷ୍ପତ୍ତି ନେବା ଅତ୍ୟନ୍ତ ଜରୁରୀ ଅଟେ। କନ୍ୟାକୁ ବିବାହ ପାଇଁ ବାଧ୍ୟ କରିବା ସୁସ୍ଥ ସମାଜ ପାଇଁ ଅନୁକୂଳ ନୁହେଁ। ପ୍ରାପ୍ତ ବୟସ୍କ କନ୍ୟାର ନିଷ୍ପତ୍ତିକୁ ସମ୍ମାନ ଦେବା ଉଚିତ, ହାଇକୋର୍ଟ। ଏକ ହେବିୟସ କର୍ପସ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି ହାଇକୋର୍ଟ।






More Stories
ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ବଡ଼ ସୂଚନା…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ବନ୍ଧା ହେଲେ ନକଲି ଡାକ୍ତର…..