ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ତେବେ ଦୀର୍ଘ ସମୟ ଧରି ଚିଲଟି ନୀଳଚକ୍ର ଉପରେ ବସିବା ପରେ ଉଡି ଯାଇଥିବା ଦେଖିବାକୁ ମିଳିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..