ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ପିଛିଲା ଭାବେ ଜାନୁଆରୀରୁ ଲାଗୁ ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ବର୍ଦ୍ଧିତ ଭତ୍ତା ଜୁଲାଇ ମାସ ଦରମାରେ ମିଳିବ ବୋଲି ଜଣାପଡ଼ିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..