ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନାଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତା ଖାତାକୁ ସରକାର ଟଙ୍କା ପଠାଇବେ । ୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ । ଏସ୍ଓପି ଚୂଡାନ୍ତ ହେବା ପରେ ରୂପରେଖ ସାମ୍ନାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ବଜେଟରେ କନ୍ୟା ସୁମଙ୍ଗଳ ଯୋଜନା ନେଇ ଘୋଷଣା ହୋଇଥିଲା । କନ୍ୟା ସୁମଙ୍ଗଳ ଯୋଜନା ଏଜୁକେସନ ବେସଡ଼ ହେବ ବୋଲି ସୂଚନା ଦିଆଯାଇଥିଲା । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..