ରିପୋର୍ଟ କାର୍ଡ / ଭୁବନେଶ୍ୱର
ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲୁ ରହିଛି। ଶେଷ ହେବା ପରେ ଗଣତି ମଣତି କାର୍ଯ୍ୟ କରାଯିବ। ଶେଷ ଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଗଣତି ମଣତି ହୋଇଥିଲା।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……