ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..