Report Card Odisha

| Daily Odia News

ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟରେ SIR ପ୍ରକ୍ରିୟାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ | ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ | ରାଜ୍ୟରେ ବର୍ତ୍ତମାନ ରହିଛନ୍ତି ୩ କୋଟି ୧୩ ଲକ୍ଷ ଭୋଟର | ଭୁଲରେ କାହାର ନାଁ କଟିଥିଲେ ଏନେଇ ଆବେଦନ କରିପାରିବେ | BLOଙ୍କୁ କଲ୍‌ କରି ଅଥବା ୱେବସାଇଟରେ ନାଁ ଅଛି କି ନାହିଁ ଚେକ୍‌ କରିହେବ | ନାଁ ନଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନ କରିହେବ | ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତେ ଆବେଦନ କରି ପାରିବା ନେଇ ସୂଚନା |

Breaking News