ରିପୋର୍ଟ କାର୍ଡ / ପାଟନା
ସମ୍ରାଟ ଚୌଧୁରୀ ହେଉଛନ୍ତି ବିହାର ନୂଆ ମୁଖ୍ୟ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ | ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହା ସହିତ ସେ ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବେ। ଏବେ ସେ ଉପମୁଖ୍ୟମନ୍ତ୍ରୀ ଅଛନ୍ତି। ସମ୍ରାଟ ଏକଦା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଅତ୍ୟନ୍ତ ଅନୁଗତ ଥିଲେ। ୨୦୧୭ରେ ସେ ଆରଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ। ସେହିବର୍ଷ ନୀତୀଶ ମହାମେଣ୍ଟରୁ ସମ୍ପର୍କ ତୁଟାଇ ଏନଡିଏରେ ଯୋଗ ଦେଇଥିଲେ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..