ରିପୋର୍ଟ କାର୍ଡ / ପାଟନା
ବିହାର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ଏବେ ନୂଆ ସରକାର କେବେ ଶପଥ ଗ୍ରହଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏଠାରେ ଏନଡିଏ ଏକ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ନୂତନ ସରକାର ଗଠନ ପ୍ରକ୍ରିୟା ଏବେ ତ୍ୱରାନ୍ୱିତ ହୋଇଛି । ସୂତ୍ର ଅନୁସାରେ ଶପତ ଗ୍ରହଣ ଉତ୍ସବ ଆସନ୍ତା ୧୯ କିମ୍ବା ୨୦ତାରିଖରେ ହେବ । ବିହାର ବିଧାନସଭା କାର୍ଯ୍ୟକାଳ ନଭେମ୍ବର ୨୨ରେ ଶେଷ ହେଉଛି । ତେଣୁ ଏହା ପୂର୍ବରୁ ଏକ ନୂତନ ସରକାର ଗଠନ କରିବାକୁ ପଡିବ । ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।






More Stories
କୌଣସି ଲକ୍ଡାଉନ୍ ହେବନି…..
ଶପଥ ନେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ….
ସିଏମ୍-ପିଏମ୍ ଆଲୋଚନା…..