ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଆଜି ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକପଞ୍ଚମ ପାଳିର ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍। ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ ପାଇଁ ଆସିପାରେ ଲୋଭନୀୟ ସ୍କିମ୍। ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବ।
More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..