ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫ୍ରେବୃଆରୀ ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨ତାରିଖରେ ଭୁବନେଶ୍ବରରେ ପହଞ୍ଚି ରାଜଭବନାର ରାତ୍ରୀଯାପନ କରିବେ, ଏହାପରେ ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶେଷରେ ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ୟ୍ୟକ୍ରମ ରହିଛି ରାଷ୍ଟ୍ରପତିଙ୍କର । ଏସବୁ କାର୍ଯ୍ୟ ପାଇଁ ୫ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ ।






More Stories
ବଜ୍ରପାତ ସହ ଝଡବର୍ଷା ସମ୍ଭାବନା…..
ବଢ଼ିଲା ଅଧ୍ୟାପକଙ୍କ ଦରମା…..
ବିନା ବିଦ୍ୟୁତ୍ କାଟରେ ହେବ ମରାମତି…..