ରିପୋର୍ଟ କାର୍ଡ / ଭୁବନେଶ୍ବର
ପ୍ରାୟ ଛଅ ୬ ବର୍ଷ ପରେ ମନ୍ତ୍ରୀ, ଅଫିସର ଓ ଭିଭିଆଇପି ବ୍ୟବହାର କରୁଥିବା ଗାଡ଼ି ଭଡ଼ା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଭଡ଼ା ବୃଦ୍ଧି ସଂଶୋଧନ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଭଡ଼ା ୫୦,୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।
More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..