ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ। ସୂଚନାଥାଉ କି, ୭୮ଟି ଅଫଲାଇନ, ୭୦ଟି ଅନଲାଇନ କେନ୍ଦ୍ର ହୋଇଛି। ଖାତା ମୂଲ୍ୟାଙ୍କନ କରିବା ପାଇଁ ୧୬ ହଜାର ଅଧ୍ୟାପକଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସୂଚନା ଦେଇଛି ବୋର୍ଡ।






More Stories
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..
ପ୍ରବଳ ବର୍ଷା ସମ୍ଭାବନା…..