ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଚାରପତି ନିଯୁକ୍ତିରେ ବିଳମ୍ବକୁ ନେଇ କେନ୍ଦ୍ର ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। ହାଇର୍କୋଟ ପ୍ରସ୍ତାବକୁ କାହିଁକି କେନ୍ଦ୍ର ସରକାର ଏଯାଏ କଲେଜିୟମଙ୍କ ନିକଟକୁ ପଠାଇ ନାହାନ୍ତି ବୋଲି ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି। ବିଚାରପତି ପଦ ପାଇଁ ସୁପାରିସ ହେଉଥିବା ନାଁ ଗୁଡ଼ିକ ଉପରେ ମୋହର ମାରିବାରେ କେନ୍ଦ୍ର ସରକାର ବିଳମ୍ବ କରୁଥିବାରୁ ନ୍ୟାୟିକ ବ୍ୟବସ୍ଥା ପ୍ରଭାବିତ ହେଉଛି। ଏଥିପାଇଁ ଏକାଧିକ ପିଟିସନ ସୁପ୍ରିମକୋର୍ଟରେ ଦାଖଲ କରାଯାଇଛି।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..