ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ହଜାର ୬୧୦ ଜଣ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୯୧୩କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୩୭ ହଜାର ୩୨୦କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୩୬ ହଜାର ୫୪୯ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୪୪ ହଜାର ୮୫୮ରେ ପହଞ୍ଚିଛି ।





More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..