ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ହଜାର ୭୪୨ ଜଣ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୫୬୭କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୩୦ ହଜାର ୧୭୬ କୁ ବୃଦ୍ଧି ପାଇଛି । ଆକ୍ଟଭ କେସ୍ ୧ ଲକ୍ଷ ୪୬ ହଜାର ୯୦୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୨୬ ହଜାର ୭୦୨ରେ ପହଞ୍ଚିଛି ।





More Stories
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ…..