ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ୧୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ହଜାର ୪୮୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୯୩୮କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୭୯ହଜାର ୯୭୯ କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍୍୧ ଲକ୍ଷ ୫୬ ହଜାର ୫୯୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୬୩ ହଜାର ୪୫୧ରେ ପହଞ୍ଚିଛି ।
More Stories
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ…..
ଜୁନ ପ୍ରଥମ ସପ୍ତାହ ସୁଦ୍ଧା ସଂପୂର୍ଣ୍ଣ ରାମ ମନ୍ଦିର…..
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଓ ଖଡଗେ…..