ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ୟାସ ଯଥେଷ୍ଟ ମହଜୁଦ ଅଛି। ହୋଟେଲକୁ ଆବଶ୍ୟକ ଥିବା ରନ୍ଧନ ଗ୍ୟାସର ୫୦% ଯୋଗାଇବାକୁ ସକ୍ଷମ। ଘରୋଇ କ୍ଷେତ୍ରକୁ କୌଣସି ପ୍ରତିବନ୍ଧକ ଲଗାଯାଇନାହିଁ।
More Stories
ଆଉ ଖୋଲିବନି ନୂଆ ମଦ ଦୋକାନ…..
ଜିଲ୍ଲାପାଳମାଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ଚିଠି…..
ଆଜି ଲିଙ୍ଗରାଜଙ୍କ ରୁକୁଣା ରଥ…..