ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ । ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..