ରିପୋର୍ଟ କାର୍ଡ / ଦେବଗଡ
ଦେବଗଡ ବନଖଣ୍ଡ ଅଞ୍ଚଳରେ ହାତୀ ଦାନ୍ତ ଡିଲ୍ ବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏକ ହୋଟେଲରେ ଡିଲ୍ ଚାଲିଥିବାବେଳେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚିଥିଲା। ଏବଂ ୩ ଜଣଙ୍କୁ ଗିରଫ କରିଥିଲା । ଗିରଫ ୩ ଜଣଙ୍କ ମଧ୍ୟରୁ ଜଣେ ଗହଣା ବ୍ୟବସାୟୀ ଥିବା ସୂଚନା ମିଳିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..