ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅଭିନେତା ସଲମାନ ଖାନ ଏବଂ କାଟ୍ରିନା କୈଫ୍ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଟାଇଗର-୩’କୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଏହି ଫିଲ୍ମ ଚଳିତ ବର୍ଷ ଦୀପାବଳିରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଏହାର ପ୍ରଥମ ପୋଷ୍ଟର ସାମ୍ନାକୁ ଆସିଛି। ଏନେଇ ଅଭିନେତା ନିଜେ ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଶେୟାର କରିଛନ୍ତି । ଆଉ କ୍ୟାପଶନରେ ଲେଖିଛନ୍ତି, ମୁଁ ଆସୁଛି। ଦୀପାବଳିରେ ଆପଣଙ୍କ ନିକଟ ସିନେମାହଲରେ ଫିଲ୍ମଟି ହିନ୍ଦୀ, ତାମିଲ ଏବଂ ତେଲୁଗୁ ଭାଷାରେ ରିଲିଜ୍ ହେବ।






More Stories
ଅଭିଜିତ୍ ମଜୁମଦାରଙ୍କ ପରଲୋକ…..
ଅପରାଜିତାଙ୍କୁ ବସନ୍ତ ନାୟକ ସ୍ମୃତି ସମ୍ମାନ…..
ଟିକସ ଛାଡ଼ ହେଲା “ଧୁରନ୍ଧର”…..