ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୮କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଭଦ୍ରକ, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଦେବଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଜଳିଗଲା ବସ୍,୧୦ ମୃତ……