ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୮କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଭଦ୍ରକ, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଦେବଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ଡିଇଏଲ୍ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍…..
ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଡିଜିପିଙ୍କ ସମୀକ୍ଷା….
୧୩ରେ ରାଜ୍ୟ କ୍ୟାବିନେଟ୍…..